117
ହେ ସମସ୍ତ ଜାତିଗଣ, ସଦାପ୍ରଭୁଙ୍କର ପ୍ରଶଂସା କର।
ହେ ସମସ୍ତ ଲୋକ, ସଦାପ୍ରଭୁଙ୍କର ପ୍ରଶଂସା କର।
କାରଣ ପରମେଶ୍ୱର ଆମ୍ଭମାନଙ୍କୁ ବହୁତ ପ୍ରେମ କରନ୍ତି!
ସେ ଚିରକାଳ ଆମ୍ଭମାନଙ୍କ ପାଇଁ ସତ୍ୟ ରହିବେ।
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।